^ ^ଜନ୍ମଦିନର ଅନେକ ଅନେକ ଶୁଭକାମନା ^ ^
centered image
ପରିଚୟ

ଶ୍ରୀଯୁକ୍ତ ବାଲ୍ମୀକି ପାତ୍ର

ଜନ୍ମ ତାରିଖ ୧୦/୦୭/୧୯୭୦

ଠିକଣା : ଗଞ୍ଜାମ

ଫୋନ ନମ୍ବର : x

ଓଡ଼ିଶା ଶିଶୁ କିଶୋର ସାହିତ୍ୟ ଏକାଡେମୀ ର ମାନନୀୟ ସଦସ୍ୟ ଶ୍ରୀଯୁକ୍ତ ବାଲ୍ମୀକି ପାତ୍ର ଙ୍କର ଜନ୍ମ ୧୯୭୨ ମସିହା ଜୁଲାଇ ମାସ ୧୦ ତାରିଖ ରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାରେ ହୋଇଥିଲା। ପିତା ଶ୍ରୀ ଯୁକ୍ତ ମଧୁସୂଦନ ପାତ୍ର ଏବଂ ମାତା ଲାବଣ୍ୟ ବତୀ ପାତ୍ର ଙ୍କର ଆଶୀର୍ବାଦ ରୁ ସାରସ୍ୱତ ସାଧନାରେ ନିଜକୁ ନିୟୋଜିତ କରି ସେ ପ୍ରତିଷ୍ଠା ଲାଭ କରିପାରିଛନ୍ତି। ଆଜି ୫୩ ତମ ଜୟନ୍ତୀ ଉତ୍ସବରେ ଆମେ ତାଙ୍କର ଦୀର୍ଘ ଜୀବନ କାମନା କରି ମହାପ୍ରଭୁ ଙ୍କ ନିକଟରେ ପ୍ରାର୍ଥନା କରୁଛୁ।

ମିଳିଥିବା ଶୁଭେଚ୍ଛା ବାର୍ତ୍ତା

ଧୀରେନ ମିଶ୍ର

09-07-2026 / 15:35:27

ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ ଭାଇ ।

ପ୍ରିୟ ଲେଖକ/ ଲେଖିକାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାନ୍ତୁ

ଆପଣଙ୍କ ନାମ / Name

ଆପଣଙ୍କ ଇମେଲ / ଫୋନ -Email or Phone No (the information will be not disclosed)

ଆପଣଙ୍କ ମତାମତ / Opinion