^ ^ଜନ୍ମଦିନର ଅନେକ ଅନେକ ଶୁଭକାମନା ^ ^
centered image
ପରିଚୟ

ଡକ୍ଟର ରବିନାରାୟଣ ସାହୁ

ଜନ୍ମ ତାରିଖ ୧୪/୦୪/୧୯୬୮

ଠିକଣା : ଯାଜପୁର

ଫୋନ ନମ୍ବର : x

ଓଡ଼ିଶା ଶିଶୁ କିଶୋର ସାହିତ୍ୟ ଏକାଡେମୀର ମାନନୀୟ ସଦସ୍ଯ ଡକ୍ଟର ରବିନାରାୟଣ ସାହୁଙ୍କର ଜନ୍ମ ୧୯୬୮ ମସିହା ଏପ୍ରିଲ୍ ୧୪ ତାରିଖରେ ଯାଜପୁର ଜିଲ୍ଲା ଧର୍ମଶାଳା ନିକଟ ନଂଗାପାଟଣା ଗ୍ରାମରେ ହୋଇଥିଲା। ପିଲାଟି ଦିନରୁ ପିତା ଶ୍ରୀଯୁକ୍ତ ଅଇଁଠି ଚରଣ ସାହୁ ଏବଂ ମାତା ଶ୍ରୀମତୀ ମେନକା ସାହୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ନିଜକୁ ସାରସ୍ୱତ ସାଧନାରେ ନିୟୋଜିତ କରିଥିଲେ। ବର୍ତ୍ତମାନ ସୁଦ୍ଧା ତାଙ୍କର ୨୪ ଖଣ୍ଡ ପୁସ୍ତକ ପ୍ରକାଶିତ। ମାସିକ ଶିଶୁ କିଶୋର ସାହିତ୍ୟ ପତ୍ରିକା କଳା ମାଣିକର ସେ ସଂପାଦକ। ଆଜି ୫୭ ତମ ଜନ୍ମ ଦିନରେ ତାଙ୍କୁ ଅନେକ ଅଭିନନ୍ଦନ। ତାଙ୍କର ଦୀର୍ଘ ଜୀବନ କାମନା କରି ମହାପ୍ରଭୁଙ୍କ ନିକଟରେ ଆମେ ପ୍ରାର୍ଥନା କରୁଛୁ ।

ମିଳିଥିବା ଶୁଭେଚ୍ଛା ବାର୍ତ୍ତା

ପ୍ରିୟ ଲେଖକ/ ଲେଖିକାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାନ୍ତୁ

ଆପଣଙ୍କ ନାମ / Name

ଆପଣଙ୍କ ଇମେଲ / ଫୋନ -Email or Phone No (the information will be not disclosed)

ଆପଣଙ୍କ ମତାମତ / Opinion