^ ^ଜନ୍ମଦିନର ଅନେକ ଅନେକ ଶୁଭକାମନା ^ ^
centered image
ପରିଚୟ

ଶ୍ରୀଯୁକ୍ତ ବିରଞ୍ଚି ନାରାୟଣ ଦାଶ

ଜନ୍ମ ତାରିଖ ୧୨/୦୪/୧୯୭୧

ଠିକଣା : ବଲାଙ୍ଗିର

ଫୋନ ନମ୍ବର : x

ଓଡ଼ିଶା ଶିଶୁ କିଶୋର ସାହିତ୍ୟ ଏକାଡେମୀର ମାନନୀୟ ସଦସ୍ଯ ଶ୍ରୀଯୁକ୍ତ ବିରଞ୍ଚି ନାରାୟଣ ଦାଶ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିଠାରେ ୧୯୭୧ ମସିହା ଏପ୍ରିଲ୍ ମାସ ୧୨ ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ପିତା ଶ୍ରୀଯୁକ୍ତ ବୈକୁଣ୍ଠ ନାଥ ଦାଶ ଏବଂ ମାତା ଶ୍ରୀମତୀ ବିନୋଦିନୀ ଦାଶଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ନିଜକୁ ସାରସ୍ୱତ ସାଧନାରେ ନିୟୋଜିତ କରିବା ସଙ୍ଗେସଙ୍ଗେ ଶିକ୍ଷକତା ଭଳି ଏକ ମହତ୍ କାର୍ଯ କରି ସୁନାମ ଅର୍ଜନ କରିପାରିଛନ୍ତି। ନିର୍ଝରିଣୀ ପତ୍ରିକାର ସଂପାଦନା କରି ନିଜର ଦକ୍ଷତା ପ୍ରତିପାଦନ କରି ପାରିଛନ୍ତି। ଆଜି ୫୪ ତମ ଜନ୍ମ ଦିନରେ ଆମେ ତାଙ୍କର ଦୀର୍ଘଜୀବନ କାମନା କରି ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛୁ।

ମିଳିଥିବା ଶୁଭେଚ୍ଛା ବାର୍ତ୍ତା

ପ୍ରିୟ ଲେଖକ/ ଲେଖିକାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାନ୍ତୁ

ଆପଣଙ୍କ ନାମ / Name

ଆପଣଙ୍କ ଇମେଲ / ଫୋନ -Email or Phone No (the information will be not disclosed)

ଆପଣଙ୍କ ମତାମତ / Opinion